Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍‍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।

Gade chapit la Kopi

ପବିତ୍ର ବାଇବଲ

14 ଏବଂ ଜୀବିତ ପ୍ରାଣୀଗଣ ବିଜୁଳି ପରି ଦ୍ରୁତଗତିରେ ଏଣେତେଣେ ଦୌଡ଼ିଲେ।

Gade chapit la Kopi




ଯିହିଜିକଲ 1:14
8 Referans Kwoze  

କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।


କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”


କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।


ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।


ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।


Swiv nou:

Piblisite


Piblisite