Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

21 ପବନର ଇଚ୍ଛାନୁସାରେ ସେମାନେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସେମାନଙ୍କ ସହିତ ଉଠିଲେ, କାରଣ ସେହି ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକରେ ଥିଲା।

Gade chapit la Kopi




ଯିହିଜିକଲ 1:21
4 Referans Kwoze  

ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା।


Swiv nou:

Piblisite


Piblisite