Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ଏକଆରେକର ଆଡ଼େ ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

23 ସେହି ଆସ୍ତରଣ ତଳେ ସେମାନଙ୍କର ପକ୍ଷସବୁ ଏକ ଆରେକର ଆଡ଼େ ପ୍ରସାରିତ ହୋଇଥିଲା; ସେମାନଙ୍କର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖରେ ଦୁଇ ପକ୍ଷ ଓ ସେ ପାଖରେ ଦୁଇ ପକ୍ଷ ଥିଲା।

Gade chapit la Kopi




ଯିହିଜିକଲ 1:23
6 Referans Kwoze  

ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”


ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;


ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।


Swiv nou:

Piblisite


Piblisite