ଯିହିଜିକଲ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ଵରେ ନୀଳକା; ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ଵ ଭାଗରେ ଥିଲା। Gade chapit laଓଡିଆ ବାଇବେଲ26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା। Gade chapit laପବିତ୍ର ବାଇବଲ26 ଏବଂ ଆସ୍ତରଣ ଉପରକୁ ସେମାନଙ୍କର ମସ୍ତକ ଚତୁର୍ପାର୍ଶ୍ୱରେ ନୀଳକାନ୍ତମଣିରେ ନିର୍ମିତ ହୋଇଥିବା ଏକ ସିଂହାସନ ଥିଲା, ଆଉ ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ ଏକ ଆକୃତି ଥିଲା। Gade chapit la |