ଯିହିଜିକଲ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେମାନଙ୍କର ପକ୍ଷ ଏକଆରେକର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ଫେରିଲେ ନାହିଁ; ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ। Gade chapit laଓଡିଆ ବାଇବେଲ9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ। Gade chapit laପବିତ୍ର ବାଇବଲ9 ସେମାନଙ୍କର ପକ୍ଷଗୁଡ଼ିକ ପରସ୍ପର ସଂଯୁକ୍ତ, ଆଉ ସେମାନେ ଗମନ କଲାବେଳେ ପଛକୁ ଫେରିଲେ ନାହିଁ। ପ୍ରତ୍ୟେକ ସମ୍ମୁଖ ଆଡ଼େ ଗମନ କଲେ। Gade chapit la |