ଯିହିଜିକଲ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଗମନ କରିବା ବେଳେ ସେମାନେ ଆପଣା-ମାନଙ୍କର ଚାରି ପାର୍ଶ୍ଵରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତ୍ରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। Gade chapit laଓଡିଆ ବାଇବେଲ11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ। Gade chapit laପବିତ୍ର ବାଇବଲ11 ଗମନ କରିବା ସମୟରେ ସେମାନେ ନିଜ ନିଜର ଗ୍ଭରି ପାର୍ଶ୍ୱରେ ଗମନ କଲେ ଏବଂ ଗତି କଲାବେଳେ ସେମାନେ ଫେରିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ସ୍ଥାନକୁ ଗମନ କଲେ ଓ ଗମନ କଲାବେଳେ ମୁହଁ ବୁଲାଇଲେ ନାହିଁ। Gade chapit la |