Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍‍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେମାନଙ୍କର ସମୁଦାୟ ଗାତ୍ର ଓ ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍‍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୁଷ୍ପ ହସ୍ତ, ପକ୍ଷ ଓ ସେହି ଗ୍ଭରିଚକ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।

Gade chapit la Kopi




ଯିହିଜିକଲ 10:12
4 Referans Kwoze  

ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।


ଆଉ, ମୋʼ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା।


Swiv nou:

Piblisite


Piblisite