Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ଵରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ଵକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 କିରୁବମାନେ ଗମନ କଲାବେଳେ ଚକସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।

Gade chapit la Kopi




ଯିହିଜିକଲ 10:16
4 Referans Kwoze  

ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।


ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।


ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।


Swiv nou:

Piblisite


Piblisite