Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟ-ସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେ ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ଵରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱର ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଚକ୍ର ମଧ୍ୟରୁ ଅର୍ଥାତ୍ କିରୂବଦୂତମାନଙ୍କୁ ନିମ୍ନରେ ଥିବା ସ୍ଥାନରୁ ଜ୍ୱଳନ୍ତ କୋଇଲାଗୁଡ଼ିକ ନେବାକୁ ଆଜ୍ଞା ଦେଲେ। ତେଣୁ ସେ ପୁରୁଷଟି ଗୋଟିଏ ଉଚ୍ଚ ପାର୍ଶ୍ୱରେ ଠିଆ ହେଲେ।

Gade chapit la Kopi




ଯିହିଜିକଲ 10:6
6 Referans Kwoze  

ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।


ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।


ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।


Swiv nou:

Piblisite


Piblisite