Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ସେହି କିରୂବଦୂତମାନଙ୍କ ମଧ୍ୟରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧ୍ୟରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।

Gade chapit la Kopi




ଯିହିଜିକଲ 10:7
7 Referans Kwoze  

ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍‍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।


ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।


ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।


Swiv nou:

Piblisite


Piblisite