Biblia Todo Logo
Bib sou entènèt

- Piblisite -




ଯିହିଜିକଲ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ଵରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ଵରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ଵରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ମୁଁ ଅନାଇ ଦେଖିଲି ଏକ କିରୂବର ପାର୍ଶ୍ୱରେ ଏକ ଚକ ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାର୍ଶ୍ୱରେ ଏକାଠି ଗ୍ଭରି ଚକ ଥିଲା। ଏବଂ ସେହି ଚକମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।

Gade chapit la Kopi




ଯିହିଜିକଲ 10:9
6 Referans Kwoze  

ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।


ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।


ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।


ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା।


ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।


Swiv nou:

Piblisite


Piblisite