Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ଖଡ଼୍‍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ‌‌ଖ‌ଡ଼୍‌ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଗ୍ଭର କରିବା; ତହିଁରେ ତୁମ୍ଭେମାନେ ଜାଣିବ ଯେ ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi




ଯିହିଜିକଲ 11:10
15 Referans Kwoze  

ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅମିତ୍ତୟର ପୁତ୍ର ଗାଥ୍‍-ହେଫର ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ।


ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।


ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।


ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।


Swiv nou:

Piblisite


Piblisite