ଯିହିଜିକଲ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ତାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ। Gade chapit laଓଡିଆ ବାଇବେଲ12 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ; କାରଣ ତୁମ୍ଭେମାନେ ଆମ୍ଭର ବିଧିମତେ ଆଚରଣ କରି ନାହଁ, କିଅବା ଆମ୍ଭର ଦଣ୍ଡାଜ୍ଞା ସଫଳ କରି ନାହଁ, ମାତ୍ର ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରିଅଛ।” Gade chapit laପବିତ୍ର ବାଇବଲ12 ଏବଂ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ଯାହାର ନିୟମ ତୁମ୍ଭେମାନେ ଅନୁସରଣ କରି ନାହଁ ଓ ଯାହାର ଶାସନ ତୁମ୍ଭେମାନେ ମାନି ନାହଁ, କିନ୍ତୁ ତୁମ୍ଭ ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକର ପ୍ରଥା ଅନୁସରଣ କରିଛ।” Gade chapit la |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।