ଯିହିଜିକଲ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ତୁମ୍ଭେ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।’ Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା। Gade chapit laଓଡିଆ ବାଇବେଲ16 ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା। Gade chapit laପବିତ୍ର ବାଇବଲ16 “ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, ‘ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଜାତିଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସେମାନଙ୍କର ମନ୍ଦିର ସ୍ଥଳ ହେବା। Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।