ଯିହିଜିକଲ 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)21 ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ21 ମାତ୍ର ଯେଉଁମାନଙ୍କ ହୃଦୟ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ବସ୍ତୁସକଳର ହୃଦୟ ଅନୁସାରେ ଆଚରଣ କରେ, ଆମ୍ଭେ ସେମାନଙ୍କର ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।” Gade chapit laପବିତ୍ର ବାଇବଲ21 ତା'ପରେ ପରମେଶ୍ୱର କହିଲେ, “କିନ୍ତୁ ଯେଉଁମାନଙ୍କର ହୃଦୟ ଘୃଣ୍ୟ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସେମାନଙ୍କୁ ସେମାନଙ୍କର କୁକର୍ମ ଅନୁସାରେ ଦଣ୍ଡିତ କରିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହିଛନ୍ତି। Gade chapit la |
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;