ଯିହିଜିକଲ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ କହନ୍ତି, ‘ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।’ Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନେ କହନ୍ତି, ଗୃହ ଗାନ୍ଥିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ତା ଓ ଆମ୍ଭେମାନେ ମାଂସ। Gade chapit laଓଡିଆ ବାଇବେଲ3 ସେମାନେ କହନ୍ତି, ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ। Gade chapit laପବିତ୍ର ବାଇବଲ3 ଏହି ଲୋକମାନେ କହନ୍ତି, ‘ଆମ୍ଭେମାନେ ଯଥା ଶୀଘ୍ର ଗୃହ ପୁନର୍ବାର ନିର୍ମାଣ କରିଦେବୁ। ଆମ୍ଭେମାନେ ହଣ୍ଡାରେ ମାଂସ ତୁଲ୍ୟ ଏହି ନଗରରେ ସୁରକ୍ଷିତ।’ Gade chapit la |