Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର।

Gade chapit la Kopi

ଓଡିଆ ବାଇବେଲ

4 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର।”

Gade chapit la Kopi




ଯିହିଜିକଲ 11:4
8 Referans Kwoze  

ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


Swiv nou:

Piblisite


Piblisite