ଯିହିଜିକଲ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋʼ ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେ ଯେ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ। Gade chapit laଓଡିଆ ବାଇବେଲ5 ତହିଁରେ ସଦାପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ। Gade chapit laପବିତ୍ର ବାଇବଲ5 ତା'ପରେ ସଦାପ୍ରଭୁଙ୍କର ଆତ୍ମା ମୋ’ ଉପରେ ଅଧିଷ୍ଠିତ ହେଲେ ଓ ମୋତେ କହିଲେ, “ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହିକଥା କହନ୍ତି, ହେ ଇସ୍ରାଏଲବାସୀ, ତୁମ୍ଭେ ଏହି କଥା କହୁଅଛ। କିନ୍ତୁ ତୁମ୍ଭମାନଙ୍କ ମନରେ ଯେଉଁ ବିଷୟ ଉଠୁଅଛି, ଆମ୍ଭେ ତାହା ଜାଣୁ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।