Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ତା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।

Gade chapit la Kopi

ଓଡିଆ ବାଇବେଲ

7 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ଡା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।

Gade chapit la Kopi

ପବିତ୍ର ବାଇବଲ

7 ଏଣୁ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ମୃତ ଶରୀରଗୁଡ଼ିକ ନଗରରେ ରଖିଲ ତାହା ମାଂସ ଓ ନଗର ଏକ ପାତ୍ର ଅଟେ। ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।

Gade chapit la Kopi




ଯିହିଜିକଲ 11:7
10 Referans Kwoze  

ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”


ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”


ସେମାନେ କହନ୍ତି, ‘ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।’


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା।


ଏହି ନଗର ତୁମ୍ଭମାନଙ୍କ ପାଇଁ ହଣ୍ଡା ହେବ ନାହିଁ, କିଅବା ତୁମ୍ଭେମାନେ ତହିଁ ମଧ୍ୟରେ ମାଂସ ହେବ ନାହିଁ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା।


Swiv nou:

Piblisite


Piblisite