Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ଖଡ୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ଖଡ଼୍‍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ଖଡ୍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେମାନେ ‌‌ଖ‌ଡ଼୍‌ଗକୁ ଭୟ କରିଅଛ; ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣିବା।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।

Gade chapit la Kopi




ଯିହିଜିକଲ 11:8
13 Referans Kwoze  

ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।


ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”


ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ।


ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ୱାସ କରିବେ, ଆଉ ରୋମୀୟ ଅଧିକାରୀମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।


ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।


ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।


Swiv nou:

Piblisite


Piblisite