Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ପୁଣି ସେ ମୋତେ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ସେ ମୋତେ କହିଲେ,

Gade chapit la Kopi




ଯିହିଜିକଲ 12:1
6 Referans Kwoze  

ଏଥିରେ ସଦାପ୍ରଭୁ ମୋତେ ଯେଉଁ ଯେଉଁ ବିଷୟ ଦେଖାଇଥିଲେ, ସେହି ସକଳ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।


“ହେ ମନୁଷ୍ୟ-ସନ୍ତାନ, ‘ତୁମ୍ଭେ କʼଣ କରୁଅଛ’ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ ବଂଶ କି ତୁମ୍ଭକୁ ପଚାରି ନାହାନ୍ତି?


ଆହୁରି ସେ କହିଲେ, “ତୀରସବୁ ନିଅ,” ତହିଁରେ ସେ ତାହାସବୁ ନେଲେ। ତହୁଁ ସେ ଇସ୍ରାଏଲର ରାଜାଙ୍କୁ କହିଲେ, “ଭୂମିକୁ ଆଘାତ କର,” ତହିଁରେ ସେ ତିନି ଥର ଆଘାତ କରି ନିବୃତ୍ତ ହେଲେ।


ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;


କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ବ ହେବ ନାହିଁ; କାରଣ ହେ ବିଦ୍ରୋହୀ ବଂଶ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା।”


Swiv nou:

Piblisite


Piblisite