ଯିହିଜିକଲ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ସେମାନଙ୍କୁ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ।’ Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲର ବଂଶର ସମ୍ପର୍କୀୟ ଅଟେ। Gade chapit laଓଡିଆ ବାଇବେଲ10 ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲ ବଂଶର ସମ୍ପର୍କୀୟ ଅଟେ। Gade chapit laପବିତ୍ର ବାଇବଲ10 ସେମାନଙ୍କୁ କୁହ, ସଦାପ୍ରଭୁ ସେମାନଙ୍କର ପ୍ରଭୁ, ଏହିକଥା କହିଛନ୍ତି, ଏହି ଭବିଷ୍ୟଦ୍ବାଣୀ ଯିରୁଶାଲମସ୍ଥ ଅଧିପତିର ଓ ଇସ୍ରାଏଲର ସମ୍ପର୍କୀୟ ଲୋକମାନଙ୍କ ମଧ୍ୟରେ ସେ ବାସ କରନ୍ତି। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’