ଯିହିଜିକଲ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନସ୍ୱରୂପ ଅଟେ: ‘ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ୱ ସ୍ଥାନକୁ ଯିବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ଵରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ। Gade chapit laଓଡିଆ ବାଇବେଲ11 ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ। Gade chapit laପବିତ୍ର ବାଇବଲ11 ସେମାନଙ୍କୁ କୁହ, ‘ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ।’ ତୁମ୍ଭମାନଙ୍କୁ ନିର୍ବାସିତ କରାଯାଇ ବନ୍ଦୀରୂପେ ପଠାଯିବ। Gade chapit la |