ଯିହିଜିକଲ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବହି ବାହାରି ଯିବନ୍ତ ଲୋକମାନେ ବହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ। Gade chapit laଓଡିଆ ବାଇବେଲ12 ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ। Gade chapit laପବିତ୍ର ବାଇବଲ12 ଏବଂ ତୁମ୍ଭର ନେତା ତା'ର ଜିନିଷପତ୍ର ତା’ କାନ୍ଧରେ ବହିବ ଏବଂ ସୂର୍ଯ୍ୟାସ୍ତ ସମୟରେ କାନ୍ଥରେ ତା’ ପାଇଁ ଖୋଳା ଯାଇଥିବା ମଧ୍ୟଦେଇ ବାହାରିଯିବ ଓ ସେ ତା'ର ମୁଖ ଆଚ୍ଛାଦନ କରିବ, ଯେପରି ସେ ଭୂମିକୁ ଦେଖି ପାରିବ ନାହିଁ। Gade chapit la |