ଯିହିଜିକଲ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laଓଡିଆ ବାଇବେଲ16 ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।” Gade chapit laପବିତ୍ର ବାଇବଲ16 “କିନ୍ତୁ ମୁଁ ସେମାନଙ୍କ ମଧ୍ୟରୁ ଅଳ୍ପ କେତେକଙ୍କୁ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବି। ତହିଁରେ ସେମାନେ ଯେଉଁ ରାଷ୍ଟ୍ରମାନଙ୍କ ମଧ୍ୟରେ ନିର୍ବାସିର ରୂପେ ବାସ କରିବେ, ସେମାନଙ୍କ ନିକଟରେ ନିଜର ଘୃଣ୍ୟ କର୍ମସବୁ ପ୍ରକାଶ କରିବେ। ଏବଂ ତା'ପରେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।” Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।