ଯିହିଜିକଲ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱ ସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ ବଂଶ ହେଲେ ହେଁ ସେମାନେ ବିବେଚନା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ପ୍ରସ୍ଥାନ କରିବା ପାଇଁ ସମ୍ଵଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ଵସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ। Gade chapit laଓଡିଆ ବାଇବେଲ3 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ। Gade chapit laପବିତ୍ର ବାଇବଲ3 ତେଣୁ, ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତେବେଳେ ସେମାନେ ତୁମ୍ଭ ଯିବାର ଦେଖି ପାରିବେ। ଯେତେବେଳେ ସେମାନେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହାହେଲେ ସେମାନେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ। Gade chapit la |
ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।