Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଆପଣା ସମ୍ଵଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।

Gade chapit la Kopi

ପବିତ୍ର ବାଇବଲ

4 “ତୁମ୍ଭେ ଦିନ ବେଳେ ତୁମ୍ଭମାନଙ୍କର ଗଣ୍ଠିଲିପତ୍ର ସଜାଡ଼ି ଦିଅ, ସତେ ଯେପରି ତୁମ୍ଭେମାନେ ନିର୍ବାସନକୁ ଯାଉଛ ଏବଂ ସେମାନେ ଦେଖୁଥିବା ସମୟରେ ଯିବାକୁ ପ୍ରସ୍ତୁତ ହୁଅ। ତା'ପରେ ସନ୍ଧ୍ୟା ସମୟରେ ତୁମ୍ଭେମାନେ ବହୁ ଦୂର ଦେଶକୁ ଯାଇଥିବା ପରି ଅଭିନୟ କର, ନିର୍ବାସିତ ବନ୍ଦୀମାନଙ୍କ ପରି ଏହାକୁ ଯେତେବେଳେ ସେମାନେ ଦେଖୁଛନ୍ତି।

Gade chapit la Kopi




ଯିହିଜିକଲ 12:4
5 Referans Kwoze  

ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।


ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।


ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।


ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।


Swiv nou:

Piblisite


Piblisite