Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ଦେଇ (ସମ୍ଵଳ) ବାହାର କରି ଦିଅ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟ ଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ କାନ୍ଥରେ ଗୋଟିଏ ଗାତ ଖୋଳ ଓ ତାହା ମଧ୍ୟଦେଇ ବାହାର କରି ନିଅ, ସେମାନେ ତୁମ୍ଭମାନଙ୍କୁ ଦେଖୁଥିବା ସମୟରେ।

Gade chapit la Kopi




ଯିହିଜିକଲ 12:5
5 Referans Kwoze  

ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।


ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।


ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”


ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।


Swiv nou:

Piblisite


Piblisite