Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଦିନ ବେଳେ ଆପଣା ସମ୍ଵଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବହି ନେଲି।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି। ଦିନ ବେଳେ ମୁଁ ମୋର ଗଣ୍ଠିଲିପତ୍ର ସଜାଡ଼ିଲି, ସତେ ଯେପରି ନିର୍ବାସନକୁ ଯିବି। ଏବଂ ସନ୍ଧ୍ୟାବେଳେ ମୁଁ କାନ୍ଥରେ ଗୋଟିଏ ଗାତ ଖୋଳିଲି। ଏହା ମୁଁ ଅନ୍ଧାରରେ ନେଲି ଓ ସେମାନଙ୍କ ଉପସ୍ଥିତିରେ କାନ୍ଧରେ ବହିଲି।

Gade chapit la Kopi




ଯିହିଜିକଲ 12:7
12 Referans Kwoze  

ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।


ତହୁଁ ସେ ମୋତେ ଯେପରି ଆଜ୍ଞା କଲେ, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତେ, ପ୍ରାଣବାୟୁ ସେମାନଙ୍କ ମଧ୍ୟକୁ ଆସିଲା, ଆଉ ସେମାନେ ଜୀବିତ ହେଲେ ଓ ଅତିଶୟ ମହାନ ସୈନ୍ୟବାହିନୀ ହୋଇ ଆପଣା ଆପଣା ଚରଣରେ ଠିଆ ହେଲେ।


ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।


ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱ ସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।


ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”


ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


Swiv nou:

Piblisite


Piblisite