Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

8 ପରଦିନ ପ୍ରଭାତକାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 12:8
2 Referans Kwoze  

ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।


“ହେ ମନୁଷ୍ୟ-ସନ୍ତାନ, ‘ତୁମ୍ଭେ କʼଣ କରୁଅଛ’ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ ବଂଶ କି ତୁମ୍ଭକୁ ପଚାରି ନାହାନ୍ତି?


Swiv nou:

Piblisite


Piblisite