Biblia Todo Logo
Bib sou entènèt

- Piblisite -




ଯିହିଜିକଲ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ହେ ମନୁଷ୍ୟ-ସନ୍ତାନ, ‘ତୁମ୍ଭେ କʼଣ କରୁଅଛ’ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ ବଂଶ କି ତୁମ୍ଭକୁ ପଚାରି ନାହାନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କʼଣ କରୁଅଛ ବୋଲି ଇସ୍ରାଏଲ-ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କ’ଣ କରୁଅଛ ବୋଲି ଇସ୍ରାଏଲ ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି ?

Gade chapit la Kopi

ପବିତ୍ର ବାଇବଲ

9 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ କରୁଅଛ ବୋଲି ସେହି ଇସ୍ରାଏଲର ବିଦ୍ରୋହୀବଂଶ ତୁମ୍ଭକୁ ପଗ୍ଭରିଲେ କି?

Gade chapit la Kopi




ଯିହିଜିକଲ 12:9
7 Referans Kwoze  

ତହୁଁ ଲୋକମାନେ ମୋତେ କହିଲେ, “ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?”


“ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇଗଲା;


ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”


ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ପୁଣି, ତୁମ୍ଭ ଲୋକଙ୍କର ସନ୍ତାନଗଣ ଯେତେବେଳେ ତୁମ୍ଭଙ୍କୁ କହିବେ, ‘ଏଥିରେ ତୁମ୍ଭର କି ଅଭିପ୍ରାୟ, ଏହା କି ତୁମ୍ଭେ ଆମ୍ଭମାନଙ୍କୁ ଜଣାଇବ ନାହିଁ?’


Swiv nou:

Piblisite


Piblisite