Biblia Todo Logo
Bib sou entènèt

- Piblisite -




ଯିହିଜିକଲ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ, ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 13:1
4 Referans Kwoze  

ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’


ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


Swiv nou:

Piblisite


Piblisite