Biblia Todo Logo
Bib sou entènèt

- Piblisite -




ଯିହିଜିକଲ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିପାଇଁ, ବିଶେଷ ରୂପେ ଏଥିପାଇଁ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ତ ବାୟୁ ତାହା ବିଦାରଣ କରିବ।

Gade chapit la Kopi

ଓଡିଆ ବାଇବେଲ

11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, “ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।”

Gade chapit la Kopi

ପବିତ୍ର ବାଇବଲ

11 ଏବଂ ସେହି ଲୋକମାନଙ୍କୁ କୁହ, ଯେଉଁମାନେ ପ୍ରାଚୀରକୁ ଲେପନ କରିଛନ୍ତି, ଏହା ଭୁଷୁଡ଼ି ପଡ଼ିବ। ମୁଁ ବଡ଼ବଡ଼ କୁଆପଥର ପ୍ରବଳ ବୃଷ୍ଟି, ସହିତ ଘୂର୍ଣ୍ଣିବାୟୁ ସେହି ପ୍ରାଚୀରକୁ ଧ୍ୱଂସ କରିଦେବା ପାଇଁ ପଠାଇବି।

Gade chapit la Kopi




ଯିହିଜିକଲ 13:11
19 Referans Kwoze  

ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଲାବନକାରୀ ବୃଷ୍ଟି, ବୃହତ ବୃହତ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।


ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।


ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।


ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,


ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।


ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?


ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?


Swiv nou:

Piblisite


Piblisite