ଯିହିଜିକଲ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେ-ବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ? Gade chapit laଓଡିଆ ବାଇବେଲ12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ ? Gade chapit laପବିତ୍ର ବାଇବଲ12 ଏବଂ କାନ୍ଥ ଯେତେବେଳେ ତଳକୁ ପଡ଼ିଯିବ, ସେତେବେଳେ ଲୋକମାନେ ଏହି ଭଣ୍ଡ ଯାଜକମାନଙ୍କୁ ପଗ୍ଭରିବେ ନାହିଁ କି, ‘ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?’” Gade chapit la |