ଯିହିଜିକଲ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ତ ବାୟୁ ଦ୍ଵାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଳାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ। Gade chapit laଓଡିଆ ବାଇବେଲ13 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଳାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ୍ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ। Gade chapit laପବିତ୍ର ବାଇବଲ13 ଏଣୁ ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ପ୍ରଚଣ୍ଡ କୋପରେ ବାୟୁ ପ୍ରବାହିତ କରାଇବି। ସେଠାରେ ପ୍ରବଳ ବୃଷ୍ଟି ହେବ ଓ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ ହେବ। Gade chapit la |