ଯିହିଜିକଲ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ? Gade chapit laପବିତ୍ର ବାଇବଲ (Re-edited) - (BSI)18 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀଣ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ? Gade chapit laଓଡିଆ ବାଇବେଲ18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ ? Gade chapit laପବିତ୍ର ବାଇବଲ18 ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, ସ୍ତ୍ରୀଲୋକମାନେ ତୁମ୍ଭକୁ ଧିକ୍, ଯେଉଁମାନେ ସମସ୍ତ ଲୋକମାନଙ୍କ ପାଇଁ କଙ୍କଣ ତିଆରି କରୁଛନ୍ତି ଓ ଯାଦୁ ଓଢ଼ଣୀ ମୁଣ୍ଡରେ ପିନ୍ଧିବା ପାଇଁ ତିଆରି କରୁଛନ୍ତି, ଲୋକମାନଙ୍କୁ ଫାଶରେ ପକାଇବା ପାଇଁ ଚେଷ୍ଟା କରୁଛନ୍ତି। Gade chapit la |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।