ଯିହିଜିକଲ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laଓଡିଆ ବାଇବେଲ21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ21 ଏବଂ ମଧ୍ୟ ମୁଁ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବି ଓ ମୋ’ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ଏବଂ ସେମାନେ ତୁମ୍ଭମାନଙ୍କ ଫାଶରେ ପଡ଼ି ଆଉ ତୁମ୍ଭମାନଙ୍କର ହସ୍ତଗତ ହେବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ। Gade chapit la |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।