ଯିହିଜିକଲ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର। Gade chapit laଓଡିଆ ବାଇବେଲ3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।” Gade chapit laପବିତ୍ର ବାଇବଲ3 ମୋର ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ୟଦ୍ବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହୋଇ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ। Gade chapit la |