ଯିହିଜିକଲ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି; ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି। Gade chapit laଓଡିଆ ବାଇବେଲ6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି। Gade chapit laପବିତ୍ର ବାଇବଲ6 “‘ଏହି ଭଣ୍ଡ ଭବିଷ୍ୟଦ୍ବକ୍ତାଗଣ ମିଥ୍ୟା ଦର୍ଶନ ପାଆନ୍ତି ଓ ସେମାନଙ୍କର ଅଲୌକିକ ଶକ୍ତି ମିଥ୍ୟା ଅଟେ। ସେମାନେ କହନ୍ତି, ଏହିପରି ସଦାପ୍ରଭୁ କହନ୍ତି, କିନ୍ତୁ ସଦାପ୍ରଭୁ ସେମାନଙ୍କୁ ପଠାଇ ନ ଥିଲେ ଏବଂ ସେମାନଙ୍କ ବାକ୍ୟ ସତ୍ୟ ହେବ ବୋଲି ଲୋକମାନେ ଆଶା କରନ୍ତି। Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।