Biblia Todo Logo
Bib sou entènèt

- Piblisite -




ଯିହିଜିକଲ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ କଥା ନ କହିଲେ ହେଁ ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ? ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?

Gade chapit la Kopi

ଓଡିଆ ବାଇବେଲ

7 ଆମ୍ଭେ କଥା ନ କହିଲେ ହେଁ, “ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ,” ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ ?

Gade chapit la Kopi

ପବିତ୍ର ବାଇବଲ

7 “‘ଏହା କ’ଣ ସତ୍ୟ ନୁହେଁ, ତାହା ତୁମ୍ଭେ ମିଥ୍ୟା ଦର୍ଶନ ଓ ତୁମ୍ଭର ଅଲୌକିକ ଶକ୍ତି, ଯାହା ପ୍ରଗ୍ଭର କର, ତାହା ମିଥ୍ୟା ଅଟେ? ଏବଂ ଏପରି ତୁମ୍ଭେ କହିଛ, ସଦାପ୍ରଭୁ ଏହା କହନ୍ତି, ଯେପରି ଆମ୍ଭେ ତୁମ୍ଭକୁ ପଠାଇ ନ ଥିଲୁ?’”

Gade chapit la Kopi




ଯିହିଜିକଲ 13:7
7 Referans Kwoze  

‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।


ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


Swiv nou:

Piblisite


Piblisite