ଯିହିଜିକଲ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ8 ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ଯେହେତୁ ତୁମ୍ଭେମାନେ ମିଥ୍ୟା କଥା କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ବିରୁଦ୍ଧରେ ଯିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହନ୍ତି। Gade chapit la |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।