ଯିହିଜିକଲ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ। Gade chapit laପବିତ୍ର ବାଇବଲ1 ଅନନ୍ତର ଇସ୍ରାଏଲର ପ୍ରାଚୀନଗଣ ମଧ୍ୟରୁ କେତେଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ। Gade chapit la |
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”