Biblia Todo Logo
Bib sou entènèt

- Piblisite -




ଯିହିଜିକଲ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

12 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 14:12
4 Referans Kwoze  

ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।


Swiv nou:

Piblisite


Piblisite