ଯିହିଜିକଲ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ଵଂସସ୍ଥାନ ହେବ। Gade chapit laଓଡିଆ ବାଇବେଲ16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ। Gade chapit laପବିତ୍ର ବାଇବଲ16 ଆଉ ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନି ଜଣ ଲୋକ ସେଠାରେ ଥା’ନ୍ତେ ସେମାନେ କେବଳ ରକ୍ଷା ପାଇଥା’ନ୍ତେ। ସେମାନେ ଏପରିକି ଅନ୍ୟମାନଙ୍କ ନିଜ ସନ୍ତାନମାନଙ୍କୁ ଉଦ୍ଧାର କରିପାରି ନ ଥା’ନ୍ତେ। ଏବଂ ଦେଶ ଏକ ମରୁଭୂମି ହୋଇଯାଇଥା’ନ୍ତା।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। Gade chapit la |