Biblia Todo Logo
Bib sou entènèt

- Piblisite -




ଯିହିଜିକଲ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 14:2
4 Referans Kwoze  

ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।


ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।


“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?


Swiv nou:

Piblisite


Piblisite