ଯିହିଜିକଲ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା? Gade chapit laପବିତ୍ର ବାଇବଲ (Re-edited) - (BSI)3 ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା? Gade chapit laଓଡିଆ ବାଇବେଲ3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ? Gade chapit laପବିତ୍ର ବାଇବଲ3 “ହେ ମନୁଷ୍ୟ ପୁତ୍ର; ଏହି ଲୋକମାନେ ସେମାନଙ୍କର ହୃଦୟ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଦେଇଅଛନ୍ତି ଏବଂ ସେମାନଙ୍କ ପାପ ସେମାନଙ୍କ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସେମାନଙ୍କୁ କାହିଁକି ମୋତେ ଅନୁସନ୍ଧାନ କରିବାକୁ ଅନୁମତି ଦେବି? Gade chapit la |
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।