Biblia Todo Logo
Bib sou entènèt

- Piblisite -




ଯିହିଜିକଲ 14:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିରୂପେ ଆମ୍ଭେ ଇସ୍ରାଏଲ-ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେସମସ୍ତେ ଆପଣା ଆପଣା ଦେବଗଣ ଦ୍ଵାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ଏହା କରିବି, ଇସ୍ରାଏଲୀୟମାନଙ୍କୁ ବୁଝିପାରିବା ପାଇଁ ସେମାନଙ୍କ ଉପରେ ସେହି, ସେମାନଙ୍କର କଳୁଷିତ ମୂର୍ତ୍ତିଗୁଡ଼ିକ ମୋ'ଠାରୁ ଉଚ୍ଛିନ୍ନ ରହିବେ।’

Gade chapit la Kopi




ଯିହିଜିକଲ 14:5
19 Referans Kwoze  

ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।


ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ,


ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;


ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।


ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;


ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଙ୍କାରୀ, ଦୁଷ୍ଟକର୍ମର ଉତ୍ପାଦକ,


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


Swiv nou:

Piblisite


Piblisite