ଯିହିଜିକଲ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ। Gade chapit laଓଡିଆ ବାଇବେଲ6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ। Gade chapit laପବିତ୍ର ବାଇବଲ6 “ତେଣୁ ଇସ୍ରାଏଲ ବଂଶଧରଙ୍କୁ କୁହ! ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ଅନୁତାପ କର ଓ ତୁମ୍ଭମାନଙ୍କର ମୂର୍ତ୍ତିଗୁଡ଼ିକୁ ପରିତ୍ୟାଗ କରି ଘୃଣ୍ୟ ପ୍ରଥାରୁ ମୋ’ ନିକଟକୁ ଫେରି ଆସ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।