ଯିହିଜିକଲ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା। Gade chapit laଓଡିଆ ବାଇବେଲ6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା। Gade chapit laପବିତ୍ର ବାଇବଲ6 ସଦାପ୍ରଭୁ ମୋର ପ୍ରଭୁ କହନ୍ତି: “ବନର ସମସ୍ତ ବୃକ୍ଷ ମଧ୍ୟରୁ ମୋର ଜାଳେଣି ପାଇଁ ଦ୍ରାକ୍ଷା କାଠ ଅଛି। ମୁଁ ଯିରୁଶାଲମ ନିବାସୀମାନଙ୍କୁ ଏହିପରି କରିବି। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’