ଯିହିଜିକଲ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବହ। Gade chapit laଓଡିଆ ବାଇବେଲ7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ7 ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ। Gade chapit la |